Exodus 34:30 — Compare Translations

5 translations compared side by side

Odia - 1840
"ହାରୋଣ ଏବଂ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଦେଖିଲେ ମାଶାଙ୍କେର ମୁଖ ଅତି ଉଜ୍ଜଳ ଦିଶୁଛି। ତେଣୁ ସମାନେେ ତାଙ୍କ ନିକଟକୁ ୟିବାକୁ ଭୟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ଵଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଏବଂ ସମସ୍ତ ଇସ୍ରାଏଲୀୟ ଲୋକମାନେ ଦେଖିଲେ ମୋଶାଙ୍କର ମୁଖ ଅତି ଉଜ୍ଜ୍ୱଳ ଦିଶୁଛି। ତେଣୁ ସେମାନେ ତାଙ୍କ ନିକଟକୁ ଯିବାକୁ ଭୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।