Exodus 34:31 — Compare Translations
5 translations compared side by side
Odia - 1840
"କିନ୍ତୁ ମାଶାେ ସମାନଙ୍କେୁ ନିକଟକୁ ଡାକିଲେ। ତେଣୁ ହାରୋଣ ଏବଂ ସମସ୍ତ ଅଧ୍ଯକ୍ଷଗଣ ମାଶାଙ୍କେ ନିକଟକୁ ଗଲେ। ମାଶାେ ସମାନଙ୍କେ ସହିତ କଥୋପକଥନ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ତଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋଶା ସେମାନଙ୍କୁ ନିକଟକୁ ଡାକିଲେ। ତେଣୁ ହାରୋଣ ଏବଂ ସମସ୍ତ ଅଧ୍ୟକ୍ଷଗଣ ମୋଶାଙ୍କ ନିକଟକୁ ଗଲେ। ମୋଶା ସେମାନଙ୍କ ସହିତ କଥୋପକଥନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।