Exodus 34:32 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର ସମସ୍ତ ଲୋକେ ମାଶାଙ୍କେ ନିକଟକୁ ଆସିଲେ। ଏହାପରେ ମାଶାେ ସମାନଙ୍କେୁ ସଦାପ୍ରଭୁଙ୍କର ନିର୍ଦ୍ଦେଶ ଦେଲେ ଯାହା ସୀନଯ ପର୍ବତ ରେ ସଦାପ୍ରଭୁ ମାଶାଙ୍କେୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେ ଯେ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ସମସ୍ତ ଲୋକେ ମୋଶାଙ୍କ ନିକଟକୁ ଆସିଲେ। ଏହା ପରେ ମୋଶା ସେମାନଙ୍କୁ ସଦାପ୍ରଭୁଙ୍କର ନିର୍ଦ୍ଦେଶ ଦେଲେ ଯାହା ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।