Exodus 34:35 — Compare Translations

5 translations compared side by side

Odia - 1840
"ଲୋକମାନେ ଦେଖି ପାରିଲେ ଯେ ମାଶାଙ୍କେର ମୁଖ ଉଜ୍ଜଳ ଦିଶୁଛି। ତେଣୁ ମାଶାେ ତାଙ୍କର ମୁହଁ ରେ ଆବରଣ ଦେଲେ। ମାଶାେ ସଦାପ୍ରଭୁଙ୍କ ସହିତ ପୁନ୍ନରାଯ କଥା ହବୋ ପର୍ୟ୍ଯନ୍ତ ତାଙ୍କର ମୁହଁ ଆବରଣ କରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶାଙ୍କର ମୁଖଚର୍ମ ଉଜ୍ଜ୍ଵଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଦେଖି ପାରିଲେ ଯେ ମୋଶାଙ୍କର ମୁଖ ଉଜ୍ଜ୍ୱଳ ଦିଶୁଛି। ତେଣୁ ମୋଶା ତାଙ୍କର ମୁହଁରେ ଆବରଣ ଦେଲେ। ମୋଶା ସଦାପ୍ରଭୁଙ୍କ ସହିତ ପୁନରାୟ କଥା ହେବା ପର୍ଯ୍ୟନ୍ତ ତାଙ୍କର ମୁହଁ ଆବରଣ କରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।