Exodus 34:4 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ପ୍ରଥମ ଫଳକ ପରି ଦୁଇଟି ଫଳକ କାଟିଲେ ଏବଂ ତାପରଦିନ ପ୍ରଭାତରୁ ସେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସୀନଯ ପର୍ବତ ଉପରକୁ ଗଲେ ଏବଂ ସହେି ପ୍ରସ୍ତର ଫଳକକୁ ନିଜ ସହିତ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତରପଟା ହସ୍ତରେ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ପ୍ରଥମ ଫଳକ ପରି ଦୁଇଟି ଫଳକ କାଟିଲେ ଏବଂ ତା’ ପରଦିନ ପ୍ରଭାତରୁ ସେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସୀନୟ ପର୍ବତ ଉପରକୁ ଗଲେ ଏବଂ ସେହି ପ୍ରସ୍ତର ଫଳକକୁ ନିଜ ସହିତ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।