Exodus 34:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମେଘରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସେଠାରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁ ତାଙ୍କର ନାମ ଯିହୋବାଃ ବୋଲି ଘୋଷଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ “ସଦାପ୍ରଭୁଙ୍କ” ନାମ ଘୋଷଣା କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।