Exodus 34:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ଵର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କ ସମ୍ମୁଖକୁ ଆସି ଏହା ଘୋଷଣା କଲେ। “ଯିହୋବାଃ, ଯିହୋବାଃ ଦୟାଶୀଳ ପରମେଶ୍ୱର, ସେ କ୍ରୋଧରେ ଧିର। ସେ ଦୟାଳୁ ଓ ସତ୍ୟତାରେ ପରିପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;