Exodus 34:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତାା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳ-ଦାତା ।”
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦେଖାଇଛନ୍ତି। ସଦାପ୍ରଭୁ ସେମାନଙ୍କର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦେଇଛନ୍ତି। ସଦାପ୍ରଭୁ ଦୋଷୀକୁ ତା’ର ସନ୍ତାନମାନଙ୍କୁ ଓ ତାର ନାତି ନାତୁଣୀମାନଙ୍କୁ ଦଣ୍ଡିତ କରିବେ। ଅର୍ଥାତ୍ ଦୋଷୀ ତାର ତୃତୀୟ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଦଣ୍ଡ ଭୋଗ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”
Odia IRV 2017 (ଓଡିଆ ବାଇବେଲ)
ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”