Exodus 34:9 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଯଦି ତୁମ୍ଭେ ମାେ ପ୍ରତି ସଦଯ, ତବେେ ଆମ୍ଭମାନଙ୍କ ସହିତ ଦୟାକରି ଆସନ୍ତୁ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପର କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୋ, ମୁଁ ଯେବେ ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ଯଦି ତୁମ୍ଭେ ମୋ’ ପ୍ରତି ସଦୟ, ତେବେ ଆମ୍ଭମାନଙ୍କ ସହିତ ଦୟାକରି ଆସ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପ କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୋ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
“ପ୍ରଭୁ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”