Exodus 35:1 — Compare Translations

5 translations compared side by side

Odia - 1840
"ମାଶାେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରାଇଲେ। ମାଶାେ ସମାନଙ୍କେୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ପାଳନ କରିବା ପାଇଁ କହିଥିବା ବାକ୍ଯଗୁଡିକ ମୁଁ ତୁମ୍ଭକୁ କହିବି। ସଗେୁଡିକ ତୁମ୍ଭେ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରି କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମ ଦିନର ବିଧି ମୋଶା ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ପାଳନ କରିବା ପାଇଁ କହିଥିବା ବାକ୍ୟଗୁଡ଼ିକ ମୁଁ ତୁମ୍ଭକୁ କହିବି। ସେଗୁଡ଼ିକ ତୁମ୍ଭେ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।