Exodus 35:12 — Compare Translations

5 translations compared side by side

Odia - 1840
"ଏବଂ ପବିତ୍ର ସିନ୍ଦୁକ ତହିଁର ସାଙ୍ଗୀ, ଆଚ୍ଛାଦକ ବସ୍ତ୍ର ଏବଂ ପରଦା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସିନ୍ଦୁକ ଓ ତହିଁର ସାଙ୍ଗୀ ଓ ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପବିତ୍ର ସିନ୍ଦୁକ ତହିଁର ସାଙ୍ଗୀ, ଆଚ୍ଛାଦକ ବସ୍ତ୍ର ଏବଂ ପରଦା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,

Recommended Reading