Exodus 35:15 — Compare Translations

5 translations compared side by side

Odia - 1840
"ଧୂପବଦେୀ, ତାରସାଙ୍ଗୀ, ଅଭିଷକୋର୍ଥକ ତୈଳ, ସୁଗନ୍ଧିଧୂପ, ପବିତ୍ର ତମ୍ବୁ ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଧୂପବେଦି ଓ ତହିଁର ସାଙ୍ଗୀ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ଓ ଆବାସ-ପ୍ରବେଶଦ୍ଵାରର ଆଚ୍ଛାଦନବସ୍ତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ଧୂପବେଦି, ତାରସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧିଧୂପ, ପବିତ୍ର ତମ୍ବୁ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,