Exodus 35:17 — Compare Translations
5 translations compared side by side
Odia - 1840
"ପ୍ରାଙ୍ଗଣର ପରଦା, ସ୍ତମ୍ଭ, ଆଙ୍କୁଡା ଓ ପ୍ରାଙ୍ଗଣର ପ୍ରବେଶ ପଥର ପରଦା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରାଙ୍ଗଣର ପରଦା ଓ ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଙ୍ଗଣର ପରଦା, ସ୍ତମ୍ଭ, ଆଙ୍କଡ଼ା ଓ ପ୍ରାଙ୍ଗଣର ପ୍ରବେଶ ପଥର ପରଦା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,