Exodus 35:18 — Compare Translations
5 translations compared side by side
Odia - 1840
"ତମ୍ବୁର ମେଖ, ପ୍ରାଙ୍ଗଣର ଖିଲ ଓ ଉଭୟର ରଜ୍ଜୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସର ମେଖ ଓ ପ୍ରାଙ୍ଗଣର ମେଖ ଓ ଉଭୟର ରଜ୍ଜ୍ଵୁ,
Odia Bible ERV 2004 (ପବିତ୍ର ବାଇବଲ)
ତମ୍ବୁର ମେଖ, ପ୍ରାଙ୍ଗଣର ଖିଲ ଓ ଉଭୟର ରଜ୍ଜୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,