Exodus 35:19 — Compare Translations
5 translations compared side by side
Odia - 1840
"ପବିତ୍ର ସ୍ଥାନର ସବୋ ନିମନ୍ତେ ସୁଶାେଭିତ ବୁଣା ବସ୍ତ୍ର, ଏହିସବୁ ବିଶଷେ ବସ୍ତ୍ରଗୁଡିକ ଯାଜକ ହାରୋଣଙ୍କୁ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତବେେଳେ ସମାନେେ ଯାଜକ ରୂପେ ସବୋ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକକର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ସ୍ଥାନର ସେବା ନିମନ୍ତେ ସୁଶୋଭିତ ବୁଣା ବସ୍ତ୍ର, ଏହିସବୁ ବିଶେଷ ବସ୍ତ୍ରଗୁଡ଼ିକ ଯାଜକ ହାରୋଣଙ୍କ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତେବେଳେ ସେମାନେ ଯାଜକ ରୂପେ ସେବା କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।