Exodus 35:2 — Compare Translations
5 translations compared side by side
Odia - 1840
"ଛଅଦିନ କର୍ମ କରିବ। କିନ୍ତୁ ସପ୍ତମ ଦିନଟି ତୁମ୍ଭମାନଙ୍କ ବିଶ୍ରାମ ପାଇଁ ଏକ ସ୍ବତନ୍ତ୍ର ଦିନ। ତାହା ସଦାପ୍ରଭୁଙ୍କ ପାଇଁ ବିଶ୍ରାମଦିନ ହବେ। ୟିଏ କହେି ସହେି ପବିତ୍ର ଦିନ ରେ କର୍ମ କରିବ, ତାକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାବିଶ୍ରାମଦିନ ହେବ, ଯେ କେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଛଅ ଦିନ କର୍ମ କରିବ। କିନ୍ତୁ ସପ୍ତମ ଦିନଟି ତୁମ୍ଭମାନଙ୍କ ବିଶ୍ରାମ ପାଇଁ ଏକ ସ୍ୱତନ୍ତ୍ର ଦିନ। ତାହା ସଦାପ୍ରଭୁଙ୍କ ପାଇଁ ବିଶ୍ରାମ ଦିନ ହେବ। ଯେକେହି ସେହି ପବିତ୍ର ଦିନରେ କର୍ମ କରିବ, ତାକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମଦିନ ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।”