Exodus 35:20 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର ସଭାର ସମସ୍ତ ଲୋକେ ମାଶାଙ୍କେ ନିକଟରୁ ବିଦାଯ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କର ମହାନ ନୈବେଦ୍ୟ ଏହା ପରେ ଇସ୍ରାଏଲର ସଭାର ସମସ୍ତ ଲୋକେ ମୋଶାଙ୍କ ନିକଟରୁ ବିଦାୟ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।