Exodus 35:22 — Compare Translations
5 translations compared side by side
Odia - 1840
"ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ବଚ୍ଛନ୍ଦମନା ଥିଲେ, ସେ ସମସ୍ତ ଆସି ଉରୋମଣି ଓ କୁଣ୍ଡଳ ଓ ଅଙ୍ଗୁରୀଯ ହାର ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରସବୁ ଆଣିଲେ। ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବର୍ଣ୍ଣର ମହାନ ଉପହାର ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ଵଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି ଓ କୁଣ୍ତଳ ଓ ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ଵର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵର୍ଣ୍ଣର ଉପହାର ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତ ଆସି ଶିରୋମଣି ଓ କୁଣ୍ଡଳ ଓ ଅଙ୍ଗୁରୀୟ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ। ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣର ମହାନ ଉପହାର ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।