Exodus 35:23 — Compare Translations
5 translations compared side by side
Odia - 1840
"ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ସିନ୍ଦରୁ ବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର, ସମାନେେ ତାହା ଆଣିଲେ। ସମାନେେ ମଧ୍ଯ ଛାଗ ଲୋମ, ଲାଲ ରଂଗ ରେ ରଂଜିତ ମଷଚେର୍ମ ଏବଂ ସୂକ୍ଷ୍ମ ଚମଡା ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମ ସୂତ୍ର ଓ ଛାଗ ଲୋମ ଓ ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଥିଲା, ସେମାନେ ତାହା ଆଣିଲେ। ସେମାନେ ମଧ୍ୟ ଛାଗ ଲୋମ, ଲାଲ ରଙ୍ଗରେ ରଂଜିତ ମେଷଚର୍ମ ଏବଂ ସୂକ୍ଷ୍ମ ଚମଡ଼ା ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମ ସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।