Exodus 35:24 — Compare Translations
5 translations compared side by side
Odia - 1840
"ପୁଣି ୟିଏ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା। ଆଉ ଯାହା ନିକଟରେ ସବୋର କୌଣସି କର୍ମ ନିମନ୍ତେ ଶିଟୀମ୍ କାଠ ଥିଲା, ସେ ତାହା ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯିଏ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା। ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଠ ଥିଲା, ସେ ତାହା ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା।