Exodus 35:26 — Compare Translations

5 translations compared side by side

Odia - 1840
"ନିପୂଣା ସ୍ତ୍ରୀଲୋକମାନେ ସ୍ବଇଚ୍ଛା ରେ ଛାଗ ଲୋମ ରେ ସୂତା କାଟିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିପୁଣା ସ୍ତ୍ରୀଲୋକମାନେ ସ୍ୱଇଚ୍ଛାରେ ଛାଗ ଲୋମରେ ସୂତା କାଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।