Exodus 35:27 — Compare Translations

5 translations compared side by side

Odia - 1840
"ଅଧ୍ଯକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମଦେକାଦି ଖଚନାର୍ଥକ ମଣି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
Odia Bible ERV 2004 (ପବିତ୍ର ବାଇବଲ)
ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,