Exodus 35:28 — Compare Translations

5 translations compared side by side

Odia - 1840
"ଆଉ ମସଲା, ଦୀପ ପାଇଁ ତୈଳ, ଅଭିଷକୋର୍ଥକ ତୈଳ ଓ ଧୂପ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମସଲା, ଦୀପ ପାଇଁ ତୈଳ, ଅଭିଷେକାର୍ଥକ ତୈଳ ଓ ଧୂପ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।