Exodus 35:29 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦଯ ସମାନଙ୍କେୁ ଉଦାର କଲା, ସଦାପ୍ରଭୁ ମାଶାଙ୍କେ ମାଧ୍ଯମ ରେ ଦଇେଥବା ଆଜ୍ଞାନୁସା ରେ କାର୍ୟ୍ଯ ପାଇଁ ଉପହାର ଆଣିଲେ। ତେଣୁ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ସ୍ଵେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦୟ ସେମାନଙ୍କୁ ଉଦାର କଲା, ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ଦେଇଥିବା ଆଜ୍ଞାନୁସାରେ କାର୍ଯ୍ୟ ପାଇଁ ଉପହାର ଆଣିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।