Exodus 35:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବିଶ୍ରାମଦିନ ରେ କୌଣସି ବାସଗୃହ ରେ ଅଗ୍ନି ଜାଳିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବିଶ୍ରାମଦିନରେ ଆପଣାମାନଙ୍କ କୌଣସି ବାସସ୍ଥାନରେ ଅଗ୍ନି ଜାଳିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବିଶ୍ରାମ ଦିନରେ କୌଣସି ବାସଗୃହରେ ଅଗ୍ନି ଜାଳିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବିଶ୍ରାମଦିନରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।