Exodus 35:31 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ବତ୍ସଲଲକେୁ ପରମେଶ୍ବରଙ୍କ ଜ୍ଞାନ ରେ ପୂର୍ଣ୍ଣ କଲେ। ସେ ତାଙ୍କୁ ସମସ୍ତ ପ୍ରକାର କାର୍ୟ୍ଯ କରିବା ପାଇଁ ସମସ୍ତ କୌଶଳ ଓ ଜ୍ଞାନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବତ୍ସଲେଲକୁ ପରମେଶ୍ୱରଙ୍କ ଜ୍ଞାନରେ ପୂର୍ଣ୍ଣ କଲେ। ସେ ତାଙ୍କୁ ସମସ୍ତ ପ୍ରକାର କାର୍ଯ୍ୟ କରିବା ପାଇଁ ସମସ୍ତ କୌଶଳ ଓ ଜ୍ଞାନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି