Exodus 35:33 — Compare Translations
5 translations compared side by side
Odia - 1840
"ଖଚନାର୍ଥକ ମଣିକର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଠ ଖାଦେନ ଏହିସବୁ କାର୍ୟ୍ଯମାନ କରିବା ପାଇଁ ତାଙ୍କୁ ନିପୁଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଖଚନାର୍ଥକ ମଣିକର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଖଚନାର୍ଥକ ମଣିକର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଠ ଖୋଦନ ଏହିସବୁ କାର୍ଯ୍ୟମାନ କରିବା ପାଇଁ ତାଙ୍କୁ ନିପୁଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।