Exodus 35:35 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ବତନ୍ତ୍ର ଜ୍ଞାନ କୌଶଳ ରେ ପରିପୂର୍ଣ୍ଣ କରିଛନ୍ତି, ସମାନେେ ଯେକୌଣସି କାର୍ୟ୍ଯମାନ କରିପାରିବେ। ସମାନେେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରିପାରିବେ। ସମାନେେ ସୁନ୍ଦର କାର୍ୟ୍ଯମାନ ଯଥା: ନୀଳ, ଧୂମ୍ର, ସିନ୍ଦୁର ବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ର ରେ ସୂଚୀ କର୍ମ ରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ୟାବତୀଯ କର୍ମ ରେ ସମାନଙ୍କେୁ ନିପୁଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ୱତନ୍ତ୍ର ଜ୍ଞାନ କୌଶଳରେ ପରିପୂର୍ଣ୍ଣ କରିଛନ୍ତି, ସେମାନେ ଯେକୌଣସି କାର୍ଯ୍ୟମାନ କରି ପାରିବେ। ସେମାନେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରି ପାରିବେ। ସେମାନେ ସୁନ୍ଦର କାର୍ଯ୍ୟମାନ ଯଥା: ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ରରେ ସୂଚୀ କର୍ମରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ଯାବତୀୟ କର୍ମରେ ସେମାନଙ୍କୁ ନିପୁଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।