Exodus 35:4 — Compare Translations

5 translations compared side by side

Odia - 1840
"ମାଶାେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କ ସମଗ୍ର ସଭା ରେ ଏହା କହିଲେ, ସଦାପ୍ରଭୁ ଏହିସବୁ ଆଜ୍ଞା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଆହୁରି କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁ ପାଇଁ ବସ୍ତୁମାନ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କ ସମଗ୍ର ସଭାରେ ଏହା କହିଲେ, “ସଦାପ୍ରଭୁ ଏହିସବୁ ଆଜ୍ଞା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।