Exodus 35:5 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କ ନିମନ୍ତେ ବିଶଷେ ଉପହାର ସଂଗ୍ରହ କର। ପ୍ରେତ୍ୟକକ ତାଙ୍କର ଇଚ୍ଛା ମତେ ଉପହାର ଦବେେ। ଏବଂ ଏହାପରେ ସହେି ଉପହାରଗୁଡିକ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ଏହି ଉପହାର ଯଥା: ସୁନା, ରୂପା ଓ ପିତ୍ତଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେ କେହି ସ୍ଵଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ଵର୍ଣ୍ଣ ଓ ରୌପ୍ୟ ଓ ପିତ୍ତଳ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ବିଶେଷ ଉପହାର ସଂଗ୍ରହ କର। ପ୍ରତ୍ୟେକ ତାଙ୍କର ଇଚ୍ଛାମତେ ଉପହାର ଦେବେ। ଏବଂ ଏହା ପରେ ସେହି ଉପହାରଗୁଡ଼ିକ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ଏହି ଉପହାର ଯଥା: ସୁନା, ରୂପା ଓ ପିତ୍ତଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,