Exodus 36:1 — Compare Translations

5 translations compared side by side

Odia - 1840
"ତେଣୁ ବତ୍ସଲଲେ, ଅହଲୀଯାବ ଏବଂ ପ୍ରେତ୍ୟକକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀଯ କାର୍ୟ୍ଯ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସମାନଙ୍କେୁ ପବିତ୍ର ସ୍ଥାନ ସମ୍ବନ୍ଧୀଯ ସମସ୍ତ କାର୍ୟ୍ଯ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ବତ୍ସଲେଲ, ଅହଲୀୟାବ ଏବଂ ପ୍ରତ୍ୟେକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀୟ କାର୍ଯ୍ୟ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସେମାନଙ୍କୁ ପବିତ୍ର ସ୍ଥାନ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦେଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।