Exodus 36:10 — Compare Translations

5 translations compared side by side

Odia - 1840
"ସମାନେେ ପଞ୍ଚ ୟବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ୟବନିକା ମଧ୍ଯ ଏକତ୍ର କରି ୟୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପଞ୍ଚ ଯବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ଯବନିକା ମଧ୍ୟ ଏକତ୍ର କରି ଯୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।