Exodus 36:11 — Compare Translations

5 translations compared side by side

Odia - 1840
"ସମାନେେ ୟୋଡ ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ୟୋଡ ସ୍ଥାନର ଦ୍ବିତୀୟ ଅନ୍ୟ ୟବନିକାର ଧଡି ରେ ଏକାପରି କାର୍ୟ୍ଯମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ଯୋଡ଼ ସ୍ଥାନର ଦ୍ୱିତୀୟ ଅନ୍ୟ ଯବନିକାର ଧଡ଼ିରେ ଏକାପରି କାର୍ଯ୍ୟମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।