Exodus 36:12 — Compare Translations
5 translations compared side by side
Odia - 1840
"ସମାନେେ ପ୍ରଥମ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା ଓ ୟୋଡା ସ୍ଥାନ ରେ ଦ୍ବିତୀୟ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରୋ କଲେ। ସହେି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ; ସେହି ଘୁଣ୍ତିଘରାସବୁ ପରସ୍ପର ସମ୍ମୁଖୀନ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରଥମ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା ଓ ଯୋଡ଼ା ସ୍ଥାନରେ ଦ୍ୱିତୀୟ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ। ସେହି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।