Exodus 36:13 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ପଚାଶ ଗୋଟି ସ୍ବର୍ଣ୍ଣଘୁଣ୍ଡି କରି ୟବନିକା ସବୁ ୟୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହାଇେ ଗୋଟିଏ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ପଚାଶ ସ୍ଵର୍ଣ୍ଣଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ପଗ୍ଭଶ୍ ଗୋଟି ସ୍ୱର୍ଣ୍ଣଘୁଣ୍ଡି କରି ଯବନିକା ସବୁ ଯୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହୋଇ ଗୋଟିଏ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।