Exodus 36:14 — Compare Translations

5 translations compared side by side

Odia - 1840
"ଏହାପରେ ସହେି ଶିଳ୍ପୀଗଣ ସହେି ପବିତ୍ର ତମ୍ବୁର ଆଚ୍ଛାଦନାର୍ଥକ ପବିତ୍ର ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ୟବନିକା ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ଶିଳ୍ପୀଗଣ ସେହି ପବିତ୍ର ତମ୍ବୁର ଆଚ୍ଛାଦନାର୍ଥକ ପବିତ୍ର ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।

Recommended Reading