Exodus 36:16 — Compare Translations

5 translations compared side by side

Odia - 1840
"ସମାନେେ ପାଞ୍ଚଟି ୟବନିକା ୟୋଡି ଗୋଟିଏ ଏବଂ ଅନ୍ୟ ଛଅଟି ୟବନିକା ୟୋଡି ଗୋଟିଏ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପାଞ୍ଚୋଟି ଯବନିକା ଯୋଡ଼ି ଗୋଟିଏ ଏବଂ ଅନ୍ୟ ଛଅଟି ଯବନିକା ଯୋଡ଼ି ଗୋଟିଏ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍‍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍‍ ରଖିଲେ।

Recommended Reading