Exodus 36:17 — Compare Translations
5 translations compared side by side
Odia - 1840
"ୟୋଡା ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା କଲେ ଓ ଦ୍ବିତୀୟ ୟବନିକାର ୟୋଡ ସ୍ଥାନ ରେ ଧଡି ରେ ପଚାଶ ଘୁଣ୍ଡିଘରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଡ଼ା ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ ସ୍ଥାନରେ ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।