Exodus 36:18 — Compare Translations
5 translations compared side by side
Odia - 1840
"ଶିଳ୍ପୀମାନେ ପିତ୍ତଳର ପଚାଶଟି ମୁଦିଆ ତିଆରି କଲେ, ସହେି ୟବନିକାକୁ ଏକତ୍ର କରିବା ପାଇଁ ବା ଗୋଟିଏ ତମ୍ବୁ ନିର୍ମାଣ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଯୋଡ଼ ଦେଇ ଏକ ତମ୍ଵୁ କରିବା ପାଇଁ ପିତ୍ତଳର ପଚାଶ ଘୁଣ୍ତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିଳ୍ପୀମାନେ ପିତ୍ତଳର ପଗ୍ଭଶ୍ଟି ମୁଦିଆ ତିଆରି କଲେ, ସେହି ଯବନିକାକୁ ଏକତ୍ର କରିବା ପାଇଁ ବା ଗୋଟିଏ ତମ୍ବୁ ନିର୍ମାଣ କରିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।