Exodus 36:2 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ ବତ୍ସଲଲେ ଏବଂ ଅହଲୀଯାବ ପ୍ରେତ୍ୟକକ ନିପୂଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ୟ୍ଯ କରିବାକୁ କୌଶଳ ଓ ଅତିଶଯ ଦକ୍ଷତା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସେହି ବତ୍ସଲେଲ ଓ ଅହଲୀୟାବକୁ ଓ ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ବତ୍ସଲେଲ ଏବଂ ଅହଲୀୟାବ ପ୍ରତ୍ୟେକ ନିପୁଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ଯ୍ୟ କରିବାକୁ କୌଶଳ ଓ ଅତିଶୟ ଦକ୍ଷତା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।