Exodus 36:20 — Compare Translations

5 translations compared side by side

Odia - 1840
"ଏହାପରେ ଶିଳ୍ପୀମାନେ ଶିଟୀମ୍ କାଠ ରେ ପବିତ୍ର ତମ୍ବୁ ନିମିତ୍ତ ଠିଆ ପଟା ତିଆରି କଲେ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶିଳ୍ପୀମାନେ ଶିଟୀମ୍ କାଠରେ ପବିତ୍ର ତମ୍ବୁ ନିମିତ୍ତ ଠିଆ ପଟା ତିଆରି କଲେ.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।