Exodus 36:21 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ପଟାର ଲମ୍ବ ଦଶ ହାତ ଓ ପ୍ରସ୍ଥ ଦେଢ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପଟାର ଲମ୍ବ ଦଶ ହାତ ଓ ପ୍ରସ୍ଥ ଦେଢ଼ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।