Exodus 36:22 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସମାନେେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସେମାନେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।