Exodus 36:23 — Compare Translations

5 translations compared side by side

Odia - 1840
"ସମାନେେ ପବିତ୍ର ତମ୍ବୁ ନିମନ୍ତେ କୋଡିଏଟି ପଟା ଦକ୍ଷିଣପଟ ପାଇଁ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପବିତ୍ର ତମ୍ବୁ ନିମନ୍ତେ କୋଡ଼ିଏଟି ପଟା ଦକ୍ଷିଣପଟ ପାଇଁ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।