Exodus 36:25 — Compare Translations

5 translations compared side by side

Odia - 1840
"ସମାନେେ ଉତ୍ତରପଟ ପାଇଁ କୋଡିଏଟି ପଟା ତିଆରି କଲେ, ସହେି ପବିତ୍ର ତମ୍ବୁ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉତ୍ତରପଟ ପାଇଁ କୋଡ଼ିଏଟି ପଟା ତିଆରି କଲେ, ସେହି ପବିତ୍ର ତମ୍ବୁ ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।