Exodus 36:26 — Compare Translations

5 translations compared side by side

Odia - 1840
"ସମାନେେ ଏହି କୋଡିଏଟି ପଟା ନିମନ୍ତେ ଚାଳିଶଟି ଚୁଙ୍ଗୀ ତିଆରି କଲେ। ଗୋଟିଏ ପଟା ନିମନ୍ତେ ଦୁଇଟି ଚୁଙ୍ଗୀ ସମାନେେ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହି କୋଡ଼ିଏଟି ପଟା ନିମନ୍ତେ ଗ୍ଭଳିଶ୍‌ଟି ଚୁଙ୍ଗୀ ତିଆରି କଲେ। ଗୋଟିଏ ପଟା ନିମନ୍ତେ ଦୁଇଟି ଚୁଙ୍ଗୀ ସେମାନେ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ।
Odia IRV 2017 (ଓଡିଆ ବାଇବେଲ)
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ।