Exodus 36:27 — Compare Translations
5 translations compared side by side
Odia - 1840
"ପବିତ୍ର ତମ୍ବୁର ପଶ୍ଚିମ ପଟ ପାଇଁ ସମାନେେ ଛଅଟି ପଟା ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ପଶ୍ଚିମ ପଟ ପାଇଁ ସେମାନେ ଛଅଟି ପଟା ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ।