Exodus 36:28 — Compare Translations

5 translations compared side by side

Odia - 1840
"ସମାନେେ ମଧ୍ଯ ପବିତ୍ର ତମ୍ବୁ ପଛପାଖ କଣ ପାଇଁ ତକ୍ତାଗୁଡିକ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ତ ପଟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ପବିତ୍ର ତମ୍ବୁ ପଛପାଖ କୋଣ ପାଇଁ ତକ୍ତାଗୁଡ଼ିକ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ।