Exodus 36:29 — Compare Translations
5 translations compared side by side
Odia - 1840
"ଏହି ପଟାଗୁଡିକର ତଳେ ଏକତ୍ର କରି ୟୋଡା ଗଲା। ଏବଂ ଉପରେ ଏକ କଡା ଦ୍ବାରା ୟୋଡ ରହିଲା। ଏହିପରି ଭାବରେ ସହେି କୋଣ ପଟା ଦ୍ବଯ ଏକତ୍ର ହାଇେ ରହିଲା। ସମାନେେ ଉଭୟ କୋଣ ପାଇଁ ଏକା ପ୍ରକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁ ତଳେ ଯୋଡ଼ ରହିଲା ଓ ସେହିରୂପ ତହିଁର ମୁଣ୍ତରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପଟାଗୁଡ଼ିକର ତଳେ ଏକତ୍ର କରି ଯୋଡ଼ା ଗଲା। ଏବଂ ଉପରେ ଏକ କଡ଼ା ଦ୍ୱାରା ଯୋଡ଼ ରହିଲା। ଏହିପରି ଭାବରେ ସେହି କୋଣ ପଟା ଦ୍ୱୟ ଏକତ୍ର ହୋଇ ରହିଲା। ସେମାନେ ଉଭୟ କୋଣ ପାଇଁ ଏକା ପ୍ରକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।