Exodus 36:3 — Compare Translations

5 translations compared side by side

Odia - 1840
"ମାଶାେ ଏହି ସମସ୍ତ ଲୋକମାନଙ୍କୁ ଲୋକମାନଙ୍କର ଦାତବ୍ଯ ଦ୍ରବ୍ଯମାନ ଦେଲେ ଏବଂ ସମାନେେ ସହେି ଦ୍ରବ୍ଯଗୁଡିକ ବ୍ଯବହାର କରି ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ତିଆରି କଲେ। ଲୋକମାନେ ପ୍ରତି ପ୍ରଭାତ ରେ ଉପହାରମାନ ଆଣି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଏହି ସମସ୍ତ ଲୋକମାନଙ୍କୁ ଲୋକମାନଙ୍କର ଦାତବ୍ୟ ଦ୍ରବ୍ୟମାନ ଦେଲେ ଏବଂ ସେମାନେ ସେହି ଦ୍ରବ୍ୟଗୁଡ଼ିକ ବ୍ୟବହାର କରି ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ତିଆରି କଲେ। ଲୋକମାନେ ପ୍ରତି ପ୍ରଭାତରେ ଉପହାରମାନ ଆଣି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।